www.samajalive.in
Sunday, December 14, 2025
26.1 C
Bhubaneswar

କ୍ରସର ବିରୋଧି ଗଣଧାରଣାରେ ସାମିଲ ହେଲେ ସ୍କୁଲ ଛାତ୍ରଛାତ୍ରୀ

ହରଭଙ୍ଗା: ବୌଦ୍ଧ ଜିଲା ହରଭଙ୍ଗା ତହସିଲ ଅର୍ନ୍ତଗତ ଖରଭୁଇଁଠାରେ ଚାଲିଥିବା କ୍ରସର ବିରୋଧି ଗଣଧାରଣା ଶନିବାର ୫ମ ଦିନରେ ପହଞ୍ଚିଛି। ସ୍କୁଲ ଛାତ୍ରଛାତ୍ରୀ ଏହି ଆନ୍ଦୋଳନରେ ସାମିଲହେବା ଘଟଣା ପ୍ରଶାସନକୁ ଅଡୁଆରେ ପକାଇଛି। ବୌଦ୍ଧ ଜିଲାପାଳ ସନତ କୁମାର ନାଏକ, ହରଭଙ୍ଗା ତହସିଲଦାର ଶମ୍ଭୁଭୂଷଣ ମିଶ୍ର, ହରଭଙ୍ଗା ଆଇଆଇସି ପୁଷ୍ପାଞ୍ଜଳି ରାଉତରାୟ ପ୍ରମୁଖ ଧାରଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ସ୍କୁଲ ଛାତ୍ରଛାତ୍ରୀଙ୍କୁ ଆନ୍ଦୋଳନରେ ସାମିଲ ନ କରିବା ପାଇଁ ଉପଜିଲାପାଳ ଆନ୍ଦୋଳନକାରୀଙ୍କୁ ବୁଝାଇଥିଲେ। କ୍ରସର ବନ୍ଦ ପାଇଁ ଲିଖିତ ପ୍ରତିଶ୍ରୁତି ନ ମିଳିବା ଯାଏଁ ଆନ୍ଦୋଳନ ଜାରିରହିବ ଆନ୍ଦୋଳନକାରୀ କହିଥିଲେ। ଯାହାଫଳରେ ଆନ୍ଦୋଳନକାରୀ ଏବଂ ପ୍ରଶାସନିକ ଅଧିକାରୀ ମଧ୍ୟରେ ଆଲୋଚନା ଏକ ପ୍ରକାର ବିଫଳ ହୋଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories