www.samajalive.in
Wednesday, December 10, 2025
17.1 C
Bhubaneswar

ଧାମନଗର: ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ଭ୍ରାତୃ ବିୟୋଗ

ଭଦ୍ରକ: ଧାମନଗର ଉପନିର୍ବାଚନର ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ବଡ ଭାଇ ମନୀନ୍ଦ୍ର ଦାସଙ୍କର ପରଲୋକ ଘଟିଛି। ରବିବାର ଭଦ୍ରକ ସ୍ଥିତ ତାଙ୍କ ବାସଭବନରେ ୫୬ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥାଇ ଚିକିତ୍ସାଧୀନ ଥିଲେ ମନୀନ୍ଦ୍ର।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories