www.samajalive.in
Friday, December 12, 2025
16.1 C
Bhubaneswar

ଆଜି ୧୨ ଘଣ୍ଟିଆ ବୀରମିତ୍ରପୁର ବନ୍ଦ

ବୀରମିତ୍ରପୁର: ଆଜି ୧୨ ଘଣ୍ଟିଆ ବୀରମିତ୍ରପୁର ବନ୍ଦ ଡାକରା ଦିଆଯାଇଛି । ସକାଳ ୭ରୁ ସଂଧ୍ୟା ୭ଟା ଯାଏଁ ବନ୍ଦ ଡାକରା ଦେଇଛି ବୀରମିତ୍ରପୁର ବିକାଶ ମଞ୍ଚ । ଜାତୀୟ ରାଜପଥ ମରାମତି ଦାବିରେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ, ରାଜରାସ୍ତାକୁ ଓହ୍ଲାଇଛି ମଞ୍ଚ । ଦୀର୍ଘ ଦିନ ହେବ ଜାତୀୟ ରାଜପଥ ଖରାପ ହୋଇଛି । ଫଳରେ ମରାମତି ପାଇଁ ଦାବି ହୋଇଆସୁଥିଲେ ମଧ୍ୟ ରାସ୍ତା ମରାମତି ହେଉନଥିବାରୁ ଆଜି ବୀରମିତ୍ରପୁର ବିକାଶ ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ବନ୍ଦ ପାଳନ ଯୋଗୁଁ ରାସ୍ତାଘାଟ ଶୂନଶାନ ଦେଖିବାକୁ ମିଳୁଛି । ଖାଲି ସେତିକି ନୁହେଁ, ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ସବୁଠି ଶାନ୍ତି ଶୃଙ୍ଖଳାରେ ବନ୍ଦ ପାଳନ କରାଯାଉଛି ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories