www.samajalive.in
Thursday, December 11, 2025
16.1 C
Bhubaneswar

ରାଜଧାନୀରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ବର: ଘରୋଇ ଇଞ୍ଜିନିୟରିଂ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ହଷ୍ଟେଲରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ କଲା ଚନ୍ଦକା ପୁଲିସ। ମୃତ ଛାତ୍ର ଡିପ୍ଲୋମା ଦ୍ବିତୀୟ ବର୍ଷ ଛାତ୍ର ବୋଲି ଜଣାପଡ଼ିଛି। ଛାତ୍ରଙ୍କ ମୃତ୍ୟୁ ସନ୍ଦେହଜନକ ହୋଇଥିବାରୁ ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି। ପରିବାର ଲୋକେ ଜଣେ ଯୁବତୀଙ୍କୁ ଅଭିଯୁକ୍ତ ଦର୍ଶାଇ ଚନ୍ଦକା ଥାନାରେ ଅଭିଯୋଗ କରିଛନ୍ତି। ମୃତକ ଛାତ୍ର ବିଷ ପିଇଥିବା ନେଇ ପରିବାରକୁ ଫୋନ କରିଥିଲେ ସମ୍ପୃକ୍ତ ଯୁବତୀ। ପରିବାରକୁ ମୃତଦେହ ହସ୍ତାନ୍ତର କରି ପୁଲିସଜୋରଦାର ଛାନଭିନ କରୁଥିବା ସୂଚନା ମିଳିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories