www.samajalive.in
Sunday, December 7, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ମଧ୍ୟପ୍ରଦେଶରେ ସୋମବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା .. ଶ୍ରଦ୍ଧାଳୁମାନେ ଯାଉଥିବା ଏକ ଟ୍ରାକ୍ଟର ନଦୀରେ ଖସି ପଡି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ରୁ ଅଧିକ ଆହତ

ନୂଆଦିଲ୍ଲୀ : ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀଙ୍କର ଆଜି ଜନ୍ମ ଦିବସ .. ତାଙ୍କୁ ୯୫ ବର୍ଷ ବୟସ ହୋଇଛି ..  ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,  ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ , କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

- Advertisement -

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା… ପୁଷ୍କରିଣୀ ଓ ନଦୀରେ ଡଙ୍ଗା ଭସାଇଲେ ଲୋକେ… ଚନ୍ଦ୍ରଗ୍ରହଣ ପାଇଁ ୫ଟା ୩୮ ମିନିଟ୍ ପୂର୍ବରୁ ଭସାଗଲା ଡଙ୍ଗା… ସେପଟେ ଗ୍ରହଣ ପାଇଁ ଶ୍ରୀମନ୍ଦିରରେ ହେଉଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି… ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ…

ଆଜିଠୁ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ…  ୨ବର୍ଷର କରୋନା କଟକଣା ପରେ ମହାନଦୀ ପଠାରେ ଜମିବ ଲୋକଙ୍କ ଗହଳି… ବାଲିଯାତ୍ରାରେ ଲାଗିଛି ମୋଟ ୧୨୦୦ରୁ ଊର୍ଦ୍ଧ୍ବ ଷ୍ଟଲ୍‌… ପ୍ରଶାସନ ପକ୍ଷରୁ ପ୍ରତିଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ… ଯୋଗଦେବେ ବଲିଉଡ ଓ ଓଲିଉଡର କଳାକାର… ସୁରକ୍ଷା ପାଇଁ ବାଲିଯାତ୍ରାରେ ୫୦ପ୍ଲାଟୁନ ଫୋର୍ସ ମୁତୟନ…

ତାତିଲାଣି ପଦ୍ମପୁର ରାଜନୀତି… ପ୍ରାର୍ଥୀ ଦେବା ନେଇ ୩ ପ୍ରମୁଖ ରାଜନୈତିକ ଦଳଙ୍କ କସରତ ଆରମ୍ଭ… ଧାମନଗର ପରେ ପଦ୍ମପୁର ଆସନ ପାଇଁ ଅଣ୍ଟା ଭିଡିଲାଣି ବିରୋଧୀ ବିଜେପି… କଂଗ୍ରେସ ମଧ୍ୟ କଷୁଛି ରାଜନୀତି ଗଣିତ… ଉପଯୁକ୍ତ ପ୍ରାର୍ଥୀ ବାଛିବାକୁ ଦ୍ୱନ୍ଦ୍ବରେ ରହିଛି ବିଜେଡି…

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories