www.samajalive.in
Monday, December 8, 2025
24.1 C
Bhubaneswar

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଅସନ୍ତୋଷର ନିଆଁ; ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

ଭୁବନେଶ୍ୱର: ଦିନକୁ ଦିନ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ଆଜି ଛାତ୍ରୀମାନେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକ ବନ୍ଦ କରି ପ୍ରତିବାଦ କରିଛନ୍ତି । ବିଭିନ୍ନ ସମସ୍ୟା ନେଇ ବାରମ୍ବାର ଦାବୀ କରିଆସୁଥିଲେ ମଧ୍ୟ କର୍ତ୍ତୃପକ୍ଷ ଧ୍ୟାନ ଦେଉନଥିବା ଅଭିଯୋଗ ହୋଇଛି । ବିଶେଷ କରି ହଷ୍ଟେଲରେ ଦିଆଯାଉଥିବା ଖାଦ୍ୟ ଅତ୍ୟନ୍ତ ନିମ୍ନମାନର । ଖାଦ୍ୟରେ ଗୁଟଖା ଜରି ଓ ପୋକ ବାହାରୁଥିବା ଛାତ୍ରୀମାନେ ଅଭିଯୋଗ କରିଛନ୍ତି । କଲେଜରେ ବାରମ୍ବାର ପ୍ରୋଗ୍ରାମ କରାଯାଉଛି । ହେଲେ ଛାତ୍ରୀମାନଙ୍କ ଅଭିଯୋଗ ଶୁଣୁନାହାନ୍ତି କଲେଜ କର୍ତ୍ତୃପକ୍ଷ । ତେଣୁ ଆଜି ଛାତ୍ରୀମାନେ କଲେଜ ଫାଟକରେ ତାଲା ପକାଇଥିବା କହିଛନ୍ତି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories