www.samajalive.in
Thursday, December 11, 2025
13.1 C
Bhubaneswar

ବାଇକ ଦୁର୍ଘଟଣା; ଦୁଇ ଆହତ

ହରଭଙ୍ଗା: ପୁରୁଣାକଟକ ଥାନା ଚାରିଛକ ନର୍ସରୀ ନିକଟରେ ବୁଧବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣାରେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି ।ସୂଚନା ଅନୁଯାୟୀ ଗାଡିନଂ ଓଆର୧୨ ବି.୪୧୭୮ ବାଇକ ଯୋଗେ ଫୁଲବାଣୀ ଅଂଚଳର  ଉମାକାନ୍ତ ମଲ୍ଲିକ ଓ ସଭାବତି ମଲ୍ଲିକ ଖରଶଙ୍କୁଲେଇରୁ ଫୁଲବାଣୀ ଯାଉଥିବା ସମୟରେ ଚାରିଛକ ସ୍ଥିତ ନର୍ସରୀ ନିକଟରେ ବାଇକଟି ଦୁର୍ଘଟଣା ଗ୍ରସ୍ଥ ହୋଇଥିଲା ।ଏଥିରେ ବାଇକରେ ବସିଥିବା ଦୁଇଜଣ ଆହତ ହୋଇଥିଲେ ।ଖବର ପଇ ହରଭଙ୍ଗା ଦମକଳ ଘଟଣାସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର କରି ପୁରୁଣାକଟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତିକରିଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories