www.samajalive.in
Sunday, December 14, 2025
18.1 C
Bhubaneswar

ଉଚ୍ଚ ମାଧ୍ୟାମିକ ଶିକ୍ଷାପରିଷଦ ଏବଂ ମାଧ୍ୟମିକ ବୋର୍ଡ ଦ୍ୱାରା ପରିଚାଳିତ ପରୀକ୍ଷା ନେଇ ସମୀକ୍ଷା

ଭୁବନେଶ୍ୱର : ବିଦ୍ୟାଳୟ ଏବଂ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତାଙ୍କ ଲୋକସେବା ଭବନ ସ୍ଥିତ କାର୍ଯ୍ୟାଳୟରେ ଆଜି ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଉଚ୍ଚ ମାଧ୍ୟାମିକ ଶିକ୍ଷାପରିଷଦ ଏବଂ ମାଧ୍ୟମିକ ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ପରୀକ୍ଷାଗୁଡ଼ିକୁ ଅବାଧ ଏବଂ ନିରପେକ୍ଷ ଭାବରେ କରିବାକୁ ଯୋଜନାମାନ ମଧ୍ୟ ସ୍ଥିର କରାଯାଇଛି।

ବୈଠକରେ ଓଡ଼ିଶା ସମଗ୍ର ଶିକ୍ଷା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅଶ୍ବିନୀ କୁମାର ମିଶ୍ର, ମାଧ୍ୟମିକ ବୋର୍ଡର ଅଧ୍ୟକ୍ଷ ରାମାସିସ ହାଜିରା, ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର, ଖଗେନ୍ଦ୍ର କୁମାର ପାଢ଼ୀଙ୍କ ସମେତ ବିଭାଗୀୟ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories