ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ତେଲେଙ୍ଗାବସ୍ତର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡି ହୋଇ ଜଣେ ନବବଧୂ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପଟ୍ଟାମୁଣ୍ଡାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।
Popular Categories



