www.samajalive.in
Sunday, December 14, 2025
23.1 C
Bhubaneswar

 ଟ୍ରାକ୍ଟର ଧକ୍କାରେ ସ୍କୁଲ ଛାତ୍ର ମୃତ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ବଡ଼ଖଲିଆ ଠାରେ ଟ୍ରାକ୍ଟର ଧକ୍କାରେ ଜଣେ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ହୋଇଛି l ରେଙ୍ଗାଲି ନିକଟସ୍ଥ ବଡଖଳିଆ ଗ୍ରାମର କୁଳମଣି ଖଡ଼ିଆଙ୍କ ପୁଅ ଉତ୍ତମ ଖଡ଼ିଆ (୮) ସ୍କୁଲରୁ ପାଠପଢ଼ା ସାରି ଅଟୋ ଯୋଗେ ନିଜ ଗାଁ ବଡ଼ଖାଲିଆକୁ ଆସୁଥିବା ବେଳେ ରାସ୍ତା ଅତିକ୍ରମ କରୁଥିବା ସମୟରେ ଏକ ଟ୍ରାକ୍ଟର ଉତ୍ତମଙ୍କୁ ଧକ୍କା ଦେଇଥିଲା l ଫଳରେ ଘଟଣାସ୍ଥଳରେ ଉତ୍ତମଙ୍କ ମୃତ୍ୟୁ ଘଟିଥିଲା l ରେଙ୍ଗାଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କାରି  ବ୍ୟବଛେଦ ପାଇଁ ବୁର୍ଲା ଡାକ୍ତରଖାନା ପଠାଇ ଟ୍ରାକ୍ଟରକୁ ଜବତ କରି ତଦନ୍ତ ଜାରି ରଖିଛି । ଡ୍ରାଇଭରକୁ  ଗିରଫ କରାଯାଇଛି ।

Hot this week

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

Related Articles

Popular Categories