www.samajalive.in
Sunday, December 14, 2025
19.1 C
Bhubaneswar

ଚିଟଫଣ୍ଡ ମାମଲା, ଆମିକସକ୍ୟୁରୀ ନିଯୁକ୍ତି କଲେ ସୁପ୍ରିମକୋର୍ଟ

ଭୁବନେଶ୍ବର: ଚିଟଫଣ୍ଡ ଠକେଇ ମାମଲାରେ ସୁପ୍ରିମକୋର୍ଟ ଆମିକସକ୍ୟୁରୀ ନିଯୁକ୍ତି ଦେଇଛନ୍ତି । ସୁପ୍ରିମକୋର୍ଟ ପକ୍ଷରୁ ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରୱାଲଙ୍କୁ ଆମିକସକ୍ୟୁରୀ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ଏହା ସହିତ ସତ୍ୟପାଠ ଦାଖଲ ପାଇଁ ସିବିଆଇ ସମୟ ମାଗିଛି। ଅପରପକ୍ଷରେ ନଭେମ୍ବର ୨୫ ସୁଦ୍ଧା କାଉଣ୍ଟର ସତ୍ୟପାଠ ଦାଖଲ ପାଇଁ ସମୟ ପ୍ରଦାନ କରାଯାଇଛି। ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ନେଇଥିବା ପଦକ୍ଷେପ ସମ୍ପର୍କରେ କୋର୍ଟ ଜାଣିବାକୁ ଚାହିଁଛନ୍ତି। ଏ ନେଇ ରାଜ୍ୟ ସରକାର ଓ ସିବିଆଇକୁ ସୁପ୍ରିମକୋର୍ଟ ନୋଟିସ କରିଥିବା ଜଣାପଡ଼ିଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories