www.samajalive.in
Saturday, December 13, 2025
26.1 C
Bhubaneswar

କମଳପୁର ସ୍କୁଲରେ ଶିଶୁ ଦିବସ ପାଳିତ

ହରଭଙ୍ଗା : ହରଭଙ୍ଗା ବ୍ଲକ କମଳପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସୋମବାର ଶିଶୁଦିବସ ପାଳିତ ହୋଇଯାଇଛି । ପ୍ରଥମେ ଚାଚାନେହେରୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟା ଅର୍ପଣ କରାଯାଇଥିଲା। ଶିଶୁ ଦିବସ ପାଳନର ତାତ୍ପର୍ଯ୍ୟ ସର୍ମ୍ପକରେ ପ୍ରଧାନ ଶିକ୍ଷକ ନିର୍ମଳ ରଣା ପିଲାଙ୍କୁ କହିଥିଲେ । ଏହି ଅବସରରେ ବକ୍ତୃତା,ସଙ୍ଗୀତ ପ୍ରତିଯୋଗୀତା ଆୟୋଜିତ କରାଯାଇଥିଲା। କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories