www.samajalive.in
Saturday, December 13, 2025
26.1 C
Bhubaneswar

କନ୍ଧମାଳ ଏବିଭିପି ପକ୍ଷରୁ ଦାବିପତ୍ର ପ୍ରଦାନ

ଫୁଲବାଣୀ :  ଏବିଭିପି କନ୍ଧମାଳ ତରଫରୁ ଜିଲ୍ଲା ପ୍ରମୁଖ ଶିବାଶିଷ ପଣ୍ଡାଙ୍କ ନେତୃତ୍ୱରେ କେନ୍ଦ୍ର ଆଦିବାସୀ ଓ ଜଳ ସମ୍ପଦ ମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ସାକ୍ଷାତ କରି ଜିଲ୍ଲାରେ ଥିବା ସରକାରୀ ଆବାସିକା ବିଦ୍ୟାଳୟରେ ବିଦ୍ୟାର୍ଥୀ ମାନଙ୍କ ସୁରକ୍ଷା ଏବଂ ଫୁଲବାଣୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରା ବାସରେ ହେଉଥିବା ଅସୁବିଧା ବିଷୟରେ ଆଲୋଚନା କରିବା ସହିତ ଏହାର ସମାଧାନ ପାଇଁ ଉଚିତ ପଦକ୍ଷେପ ନେବାକୁ ଏକ ଦାବୀ ପତ୍ର ଦେଇ ଅନୁରୋଧ କରାଗଲା । ଏଥିରେ କନ୍ଧମାଳ ଏବିଭିପିର ବହୁ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ । ମନ୍ତ୍ରୀ ଏନେଇ ସମୀକ୍ଷା କର।ଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories