www.samajalive.in
Saturday, December 6, 2025
26.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ୍‍ ; ୮ ଆହତ

ମୟୁରଭଞ୍ଜ : ଗୁରୁବାର ସକାଳେ ମୟୁରଭଞ୍ଜ ମହୁଲଡିହା ଥାନା ଘୁଳଘୁଳିଆ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳଛି । ଭାରସାମ୍ୟ ହରାଇ ଗଛରେ ଏକ ଯାତ୍ରୀବାହୀ ବସ୍‍ ପିଟି ହୋଇ ଓଲଟି ପଡିଛି । ଏଥିରେ ୮ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ବସ୍‍ଟି ଭୁବନେଶ୍ୱରରୁ ଝାଡଖଣ୍ଡ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ବସ୍‍  ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ । ସୌଭାଗ୍ୟବଶତଃ ସଭିଏଁ ଏକ ବଡ ଅଘଟଣରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories