www.samajalive.in
Friday, December 12, 2025
26.1 C
Bhubaneswar

ଗଂଜାମରେ ଟ୍ରକ ଦୁର୍ଘଟଣା, ମଧ୍ୟପ୍ରଦେଶର ୨ ମୃତ

ଡେସ୍କ: ଗଞ୍ଜାମ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏଥିରେ ମଧ୍ୟପ୍ରଦେଶର ୨ ଜଣଙ୍କର ମୃତ୍ୟୁ ଘଟିଛି। ଗଂଜାମ ଜିଲ୍ଲାର କୋକାଲାବା ନିକଟରେ ଏକ ଗଛ ସହ ଉଭୟ ଯାଉଥିବା ପରିବା ବୋଝେଇ ଟ୍ରକ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଛି।

ଦୁଇ ମୃତକ ମଧ୍ୟପ୍ରଦେଶ ସେନ୍ଧୱା ଅଞ୍ଚଳର ଦିବାକର ଖୋଟେ (୪୦) ଏବଂ ରାଜୁ (୩୦) ବୋଲି ତରସିଙ୍ଗି ପୁଲିସ ଷ୍ଟେସନର ଇନ୍ସପେକ୍ଟର ପ୍ରଦିପ କୁମାର ଦାସ କହିଛନ୍ତି। ମୃତ ଦେହ ବ୍ୟବଚ୍ଛେଦ ପରେ ଶୁକ୍ରବାର ଦିନ ପରିବାର ସଦସ୍ୟଙ୍କୁ ଶବ ହସ୍ତାନ୍ତର କରାଯାଇଛି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories