www.samajalive.in
Monday, December 15, 2025
27.1 C
Bhubaneswar

ଇନ୍ଦିରା ଗାନ୍ଧୀ

ପ୍ରୟାଗରାଜ (ଆଲାହାବାଦ)ର ଏକ କାଶ୍ମୀରୀ ପଣ୍ଡିତ ପରିବାରରେ ୧୯୧୭ ନଭେମ୍ବର୧୯ରେ ଇନ୍ଦିରା ଗାନ୍ଧୀ ଜନ୍ମ ଗ୍ରହଣ କରିଥିଲେ। ପିତା ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ମାତା କମଳା ନେହେରୁଙ୍କ ସେ ଏକମାତ୍ର ସନ୍ତାନ ଥିଲେ। ମାତାଙ୍କ ସହ ଆନନ୍ଦ ଭବନରେ ତାଙ୍କ ପିଲାଦିନ କଟିଥିଲା। ଇନ୍ଦିରା ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଏବଂ ୧୯୮୦ରୁ ୧୯୮୪ ପର୍ଯ୍ୟନ୍ତ ଦେଶ ସେବାରେ ନିଜକୁ ଉତ୍ସର୍ଗ କରିଥିଲେ। ବ୍ରିଟେନ୍‌ରେ ଲଣ୍ଡନ ସ୍କୁଲ ଅଫ୍ ଇକୋନୋମିକ୍ସର ଛାତ୍ରୀ ଥିବା ସମୟ​‌େ​‌ର ଫିରୋଜ ଗାନ୍ଧୀଙ୍କ ସହ ତାଙ୍କର ଭେଟ ହେଲା। ଦୁହେଁ ଭଲ ବନ୍ଧୁ ହେବା ପରେ ବିବାହ କରିଥିଲେ। ଲାଲ ବାହାଦୂର ଶାସ୍ତ୍ରୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ଇନ୍ଦିରା ଭାରତର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଦାୟିତ୍ବ ତୁଲାଇଥିଲେ। ଶାସ୍ତ୍ରୀଜୀଙ୍କ ମୃତ୍ୟୁ ପରେ ସେ ୧୯୬୬ରେ ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିଲେ। ଦୁଇ ଶିଖ୍ ଅଙ୍ଗରକ୍ଷୀଙ୍କ ଗୁଳିରେ ସେ ୧୯୮୪ ଅକ୍ଟୋବର ୩୧ରେ ନିଜ ବାସଭବନରେ ପ୍ରାଣ ହରାଇଥିଲେ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories