www.samajalive.in
Sunday, December 14, 2025
23.1 C
Bhubaneswar

ଶୀତରେ ଖାଆନ୍ତୁ ଅଁଳା ଚଟଣି

ଅଁଳା ସ୍ୱାସ୍ଥ୍ୟ ପାଇଁ ବେଶ୍‍ ଉପକାରୀ । ଏହାକୁ ବିଭିନ୍ନ ଉପାୟରେ ପ୍ରସ୍ତୁତ କରି ମଧ୍ୟ ସେବନ କରି ହେବ । ତେବେ ଶୀତଦିନେ ଏହି ଚଟଣି ଖାଇବା ଦ୍ୱାରା ବେଶ ଲାଭ ମିଳିଥାଏ ।
ଅଁଳା ଖାଇବା ଦ୍ବାରା ଶରୀରକୁ ଅନେକ ପ୍ରକାରର ଲାଭ ମିଳିଥାଏ। ଏହାଦ୍ବାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ଅଁଳାରେ ଭିଟାମିନ-ସି ଓ ଅନେକ ପ୍ରକାରର ପୋଷକ ତତ୍ତ୍ବ ରହିଛି। ଏହା ଶରୀରରେ ହେଉଥିବା ଅନେକ ପ୍ରକାର ସମସ୍ୟାରୁ ମୁକ୍ତି ଦେଇଥାଏ।
ପ୍ରସ୍ତୁତ ପ୍ରଣାଳୀ :
ଏକ ପ୍ୟାନରେ ତେଲ ଗରମ କରି ଜିରା ପକାନ୍ତୁ। ତାପରେ ସେଥିରେ ଅଁଳାକୁ କାଟି ପକାନ୍ତୁ। ତାପରେ ସେଥିରେ ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ,ସାମାନ୍ୟ ଲୁଣ ଓ ଘିଅ ପକାଇ କିଛି ସମୟ ଭାଜନ୍ତୁ। ତାପରେ ପୁଦିନା ପତ୍ର ପକାଇ ୧ମିନିଟ ଭାଜି କାଢି ତାହାକୁ ଥଣ୍ଡା କରି ଦିଅନ୍ତୁ। ଏହା ଥଣ୍ଡା ହୋଇଗଲା ପରେ ପେଷି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଆପଣଙ୍କ ଅଁଳା ଚଟଣି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories