www.samajalive.in
Sunday, December 7, 2025
15.1 C
Bhubaneswar

ଇଡିରେ ହାଜର ହେଲେନି ଅକ୍ଷୟ ପରିଜା

ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଶନିବାର ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହୋଇନାହାନ୍ତି। ପ୍ରବର୍ତ୍ତନ ନିର୍ଦେଶାଳୟ କାର୍ଯ୍ୟାଳୟରୁ ବାହାରିବା ପରେ ତାଙ୍କ ଓକିଲ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ଶ୍ରୀ ପରିଜା ଆଜି ଇଡିରେ ହାଜର ହୋଇପାରି ନାହାନ୍ତି।

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଇଡି ପଚରାଉଚରା କରିବା ପାଇଁ ଅକ୍ଷୟଙ୍କୁ ସମନ ହୋଇଥିଲା। ଆଜି ପ୍ରବର୍ତ୍ତନ ନିର୍ଦେଶାଳୟର କାର୍ଯ୍ୟାଳୟରେ ସେ ହାଜର ହେବାର ସମ୍ଭାବନା ଥିଲା।  କିନ୍ତୁ ଶେଷରେ ଅକ୍ଷୟଙ୍କ ବଦଳରେ ତାଙ୍କ ଓକିଲ ଭୁବନେଶ୍ୱର ସ୍ଥିତ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପୂର୍ବରୁ ବ୍ଲାକମେଲିଂ କ୍ବିନ ଅର୍ଚ୍ଚନାଙ୍କ ନାଁରେ ଥାନାରେ  ପ୍ରଯୋଜକ ଅକ୍ଷୟ ପରିଜା ଅଭିଯୋଗ କରିଥିଲେ । ନୟାପଲ୍ଲୀ ଥାନାରେ ଅକ୍ଷୟ ପରିଜା ଅର୍ଚ୍ଚନାଙ୍କ ନାଁରେ ଅଭିଯୋଗ କରିଥିଲେ। ପରେ ବିଭିନ୍ନ ପର୍ଯ୍ୟାୟରେ ତଦନ୍ତ ହେଲା ପରେ ଅର୍ଚ୍ଚନାଙ୍କୁ ଗିରଫ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories