www.samajalive.in
Monday, December 15, 2025
27.1 C
Bhubaneswar

ଉପନ୍ୟାସ ‘ଦୁରନ୍ତ ଏକ୍ସପ୍ରେସ୍‌‌’ ଉନ୍ମୋଚିତ

ଚୌଦ୍ୱାର: ଚୌଦ୍ୱାର ବିବେକାନନ୍ଦ ସାହିତ୍ୟ ସଂସଦ ଓ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପରିସରରେ ଶନିବାର ଅପରାହ୍ନରେ ଏକ ଉପନ୍ୟାସ ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସାହିତ୍ୟ ସଂସଦ ସଭାପତି ସିଦ୍ଧେଶ୍ବର ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଲେଖକ ପ୍ରକାଶ କୁମାର ସାହୁଙ୍କ ଉପନ୍ୟାସ ପୁସ୍ତକକୁ ନୀଳଚକ୍ର ଚୌଦ୍ୱାର ଶାଖା ସଭାପତି ଅଶୋକ କୁମାର ନାୟକ, ଉଦୟନାଥ ଚାରିଟେବଲ ଟ୍ରଷ୍ଟ ସଭାପତି ପବିତ୍ର ମୋହନ ସାହୁ, ବିଚିତ୍ରାନନ୍ଦ ନାୟକ, ଚନ୍ଦ୍ର ମୋହନ ସାହୁ, ହେମନ୍ତ କୁମାର ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉନ୍ମୋଚନ କରବା ସହିତ ସାହିତ୍ୟ, ସଂସ୍କୃତି ଓ ଭାଷା ସୁରକ୍ଷା ଉପରେ ଆଲୋକପାତ କରିଥିଲେ। ଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ମାନସ କୁମାର ସାହୁ ଓ ରାଜେଶ କୁମାର ଓଝା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

Related Articles

Popular Categories