www.samajalive.in
Sunday, December 14, 2025
14.1 C
Bhubaneswar

ଟ୍ରେନ୍‌ ଦୁର୍ଘଟଣା; ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରେଇ ମାଲବାହୀ ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଥିବା ବେଳେ, ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣାର ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ସେ ଲେଖିଛନ୍ତି । ତାହା ସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ଆହତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶୁଆରୋଗ୍ୟ କାମନା କରିଛନ୍ତି ।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories