www.samajalive.in
Friday, December 5, 2025
26.1 C
Bhubaneswar

ଜାମୁଟ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ 

ଗୁଡଭେଲା : ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଖଡଙ୍ଗନଦୀ କୂଳରେ ଥିବା ବରଗଛ ମୂଳରେ ପ୍ରଥମେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକାରି କମିଟିର ସଭାପତି ଭାବସିଂ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଗମ୍ଭାରିଗୁଡା, ବିରାମୁଣ୍ଡା, ଘୁନା,ଗୁଡଭେଲା, ମୋହନଗିରି,ନୂଆପାଲି, ଖମନମୁଣ୍ଡା,ଖୁଣ୍ଡିଗୁରା ତଥା ଜାମୁଟ ପଞ୍ଚାୟତର ଭଦ୍ରବ୍ୟକ୍ତି ଯୋଗଦେଇ ଥିଲେ। କାର୍ଯ୍ୟକାରି କମିଟିର ଉପସଭାପତି ଭାଗବତ ନାହାକ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଉପଦେଷ୍ଟା ମଣ୍ଡଳୀର  ସଭ୍ୟ ଅନିରୁଦ୍ଧ ବେହେରା ଅତିଥି ପରିଚୟ କରିଥିବା ବେଳେ ସୁଳ ଖାଁ ମଞ୍ଚ ପରିଚାଳନା କରିଥିଲେ । ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ କିପରି ଶାନ୍ତି ପୂର୍ଣ୍ଣ ଭାବରେ କରାଯିବ ତାକୁ ନେଇ ଉପସ୍ଥିତ ଭଦ୍ରବ୍ୟକ୍ତି ନିଜ ନିଜ ମତ ପ୍ରକାଶ କରିଥିଲେ ।ଶେଷରେ ଗ୍ରାମ୍ୟ କମିଟିର ସଭାପତି କରମସିଂ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories