www.samajalive.in
Saturday, December 13, 2025
15.1 C
Bhubaneswar

ରାଷ୍ଟ୍ରପତିଙ୍କ ଦ୍ୱାରା ରାଜଭବନରେ ନୂତନ ଅଭିଷେକ ହଲ୍‌ ଉଦ୍‌ଘାଟିତ

ଭୁବନେଶ୍ୱର:ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଅପରାହ@ରେ ରାଜଭବନ ପରିସରରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସଦୟ ଉପସ୍ଥିତିରେ ନୂତନ ଭବ୍ୟ ଅଭିଷେକ ହଲର ଶୁଭ ଉଦ୍‌ଘାଟନ କରିଛନ୍ତି ।
ଉଦ୍‌ଘାଟନ ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ରାଜ୍ୟ ପ୍ରଶାସନର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ୪୭ ହଜାର ୩୯୦ ବର୍ଗଫୁଟ ବିଶିଷ୍ଟ ଏହି ଅତ୍ୟାଧୁନିକ ଭବ୍ୟ ଅଭିଷେକ ହଲର ନିର୍ମାଣରେ ୨୫.୨୩ କୋଟି ଟଙ୍କା ବ୍ୟୟ ହୋଇଛି । ଏହାର ମୁଖ୍ୟ ସମ୍ମିଳନୀ କକ୍ଷରେ ୯୦୦ ଅତିଥିଙ୍କ ବସିବା ସୁବିଧା ରହିଥିବାବେଳେ ୧୨୦୦ ଲୋକ ଠିଆ ହୋଇପାରିବେ । ମୁଖ୍ୟ ସମ୍ମିଳନୀ କକ୍ଷ ସହ ବାଙ୍କୁଏଟ୍‌ ହଲ୍‌, ୫ଟି ଲାଉଞ୍ଜ, ୪ଟି ପ୍ରବେଶ ଓ ପ୍ରସ୍ଥାନ ଦ୍ୱାର ରହିଛି । ଏହି ଅଭିଷେକ ହଲରେ ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ କରାଯାଇଛି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories