www.samajalive.in
Saturday, December 6, 2025
23.1 C
Bhubaneswar

ରାଷ୍ଟ୍ରପତିଙ୍କ ଦ୍ୱାରା ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସ ଉଦଘାଟିତ

କଟକ : କଟକରେ ପହଞ୍ଚି ସାରିଛନ୍ତି ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ। କଟକ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନଆରଆରଆଇ ରାଇସ୍‌‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ) ରେ ରାଷ୍ଟ୍ରପତି ପହଞ୍ଚିବା ପରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କରିଛନ୍ତି ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ଇଣ୍ଡିଆନ ରାଇସ କଂଗ୍ରେସ ଉପରେ ଆଧାରିତ ପୁସ୍ତକ ଉନ୍ମୋଚିତ ହୋଇଛି।  କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଉଭୟ କେନ୍ଦ୍ର ଓ ରାଜ୍ୟ କୃଷିମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହାସହ ଏହି ଅବସରରେ ରାଜ୍ୟ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଉଦବୋଧନ ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories