www.samajalive.in
Saturday, December 6, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

କଟକ : ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କଲେ ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ.. ବିଦ୍ୟାଧରପୁର ଏନଆରଆରଆଇରେ ଉଦଘାଟନ କଲେ ରାଷ୍ଟ୍ରପତି..

ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ.. କେନ୍ଦ୍ର ଓ ରାଜ୍ୟ କୃଷିମନ୍ତ୍ରୀ ଉପସ୍ଥିତ ଅଛନ୍ତି..

- Advertisement -

ଭୁବନେଶ୍ୱର : ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ପ୍ରଭୁଙ୍କ ଜଳାଭିଷେକ ସହ କଲେ ପୂଜାର୍ଚ୍ଚନା.. ରାଷ୍ଟ୍ରପତିଙ୍କ ଆଜି ଓଡିଶା ଗସ୍ତର ୨ୟ ଦିନ..

କେନ୍ଦୁଝର ଜିଲ୍ଲା ପାଟଣା ଥାନା ପୁଟୁଳିଆ ମାଧପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ..  ଟ୍ରକ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ .. ମୃତ ଯୁବକ ଖୁଣ୍ଟାପଡା ଗ୍ରାମର ଜୀବନ ଜ୍ୟୋତି ମହାନ୍ତ..

ତୁର୍କୀ-ସିରିଆରେ ବିନାଶକାରୀ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ଟପିଲା ୨୪ ହଜାର.. ୮୦,୦୫୨ ଆହତ.. ଜାରି ରହିଛି ଉଦ୍ଧାର କାର୍ଯ୍ୟ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories