www.samajalive.in
Sunday, December 7, 2025
26.1 C
Bhubaneswar

ଫେରିଲେ ମହାମହିମ ; ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଶନିବାର ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦିଲ୍ଲୀ ଫେରିବା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସାକ୍ଷାତ କରିଥିଲେ। ଏହି ଦୁଇ ଦିନିଆ ଗସ୍ତରେ ଆସି ରାଷ୍ଟ୍ରପତି ଟ୍ୱିନ ସିଟିରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଆଜି କଟକ ସ୍ଥିତ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନଆରଆରଆଇ ରାଇସ୍‌‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ) ରେ  ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କରିଥିଲେ । ଶୁକ୍ରବାର ଭୁବନେଶ୍ୱର ଉତ୍କଳ ମଣ୍ଡପରେ ଆୟୋଜିତ ‘ଜ୍ଞାନପ୍ରଭା ମିଶନ ଫାଉଣ୍ଡେସନ ଡେ’ ଓ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ।

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories