www.samajalive.in
Saturday, December 13, 2025
26.1 C
Bhubaneswar

ବିଧାୟିକାଙ୍କ ଦ୍ଵାରା ମିଶନ ଶକ୍ତି କାର୍ୟ୍ୟାଦେଶ ବଣ୍ଟନ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନଏସି କାର୍ୟ୍ୟାଳୟରେ ଆଜି ଅଧ୍ୟକ୍ଷା ଦୀପାଞ୍ଜଳୀ୍ ଭୋରାସକ୍ଷଗରଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ କାର୍ୟ୍ୟାଦେଶ ବଣ୍ଟନ କରାଯାଇଛି। ଏହି ଅବସରରେ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ୟ୍ୟାଦେଶ ବଣ୍ଟନ କରିଥିଲେ। ଏନଏସି ଜୁନିଅର ଏସିଷ୍ଟାଣ୍ଡ ଅମରେନ୍ଦ୍ର ମହାନ୍ତି, ସିଦ୍ଧାର୍ଥ ଶଙ୍କର ପଣ୍ଡା, ଟଙ୍କ ଦାଶ, କାଉନସିଲର ରଘୁ ବାରିକ୍, ଆରତୀ ନାଏକ, ମନୋଜ ପ୍ରଧାନ ପ୍ରମୁଖ ମଂଚାସିନ ଥିଲେ। ୱାର୍ଡ ନମ୍ବର ୧, ୩, ୪, ୫, ୮, ୯ ଓ ୧୧ ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀ ମାନଂକୁ କାର୍ୟ୍ୟାଦେଶ ବଣ୍ଟନ କରାଯାଇଛି। ସିଦ୍ଧାର୍ଥ ଶଙ୍କର ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories