www.samajalive.in
Thursday, December 11, 2025
15.1 C
Bhubaneswar

ଶୌଚାଳୟ ବ୍ୟବହାର ଦେୟମୁକ୍ତ

ଭୁବନେଶ୍ବର : ରାଜ୍ୟରେ ଏଣିକି ସମସ୍ତ ସହରାଞ୍ଚଳରେ ଥିବା ସର୍ବସାଧାରଣଙ୍କ ପାଇଁ ଉଦିଷ୍ଟ ଶୌଚାଳୟ ବ୍ୟବହାରକୁ ଦେୟମୁକ୍ତ କରାଯାଇଛି। ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ
ମହାନଗର ନିଗମ ଆୟୁକ୍ତ, ମ୍ୟୁନସିପାଲିଟି ଓ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଗତ ୬ ତାରିଖରେ ଚିଠି ଲେଖାଯାଇଛି। ‌େ‌ଶୗଚାଳୟ ସମ୍ମୁଖରେ ସ୍ପଷ୍ଟ ଦୃଶ୍ୟମାନ ହେଉଥିବା ଡିସପ୍ଲେ ବୋର୍ଡ ଅବା କାନ୍ଥରେ ଲେଖା ମାଧ୍ୟମରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଏଥିରେ କୁହାଯାଇଛି। କୌଣସି ଅଭିଯୋଗ ଥିଲେ ନଗର ଉନ୍ନୟନ ବିଭାଗର ‘ମୋ ସହର ସରକାର’ ହେଲପଲାଇନ ନମ୍ବରରେ ସମ୍ପର୍କ କରିବାକୁ କୁହାଯାଇଛି। ସ୍ବଚ୍ଛ ଭାରତ ମିଶନ (ସହରାଞ୍ଚଳ) ପାଣ୍ଠିରୁ ଏନେଇ ଖର୍ଚ୍ଚଭାର ବହନ କରାଯିବ ବୋଲି ଏଥିରେ କୁହାଯାଇଛି।
ଶୌଚାଳୟ ବ୍ୟବହାର.

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories