www.samajalive.in
Wednesday, December 10, 2025
23.1 C
Bhubaneswar

ରେଲୱେ ସ୍କୁଲର ବାର୍ଷିକ ଉତ୍ସଵ

କଣ୍ଟାବାଞ୍ଜି: ସ୍ଥାନୀୟ ସରକାରୀ ରେଲୱେ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ କଣ୍ଟାବାଞ୍ଜି ନଗରପାଳ ବରୀୟମ୍ ସିଂ ସାଲୁଜା ମୁଖ୍ୟ ଅତିଥି, କଣ୍ଟାବାଞ୍ଜି ଉପ ନଗରପାଳ ମନୋରମକ୍ଷ ରାଉତ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ରେଲୱେ ସ୍କୁଲ ପ୍ରଧାନଶିକ୍ଷକ ରକ୍ଷଜେଶ୍ୱରୀ ତ୍ରିପାଠୀ ସମସ୍ତ ଅତିଥିଙ୍କୁ ସ୍ଵାଗତ ଜଣାଇଥିଲେ। ଉତ୍ସବରେ ବିଭିନ୍ନ କ୍ରୀଡ଼ାରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories