www.samajalive.in
Monday, December 8, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିବିସି କାର୍ଯ୍ୟାଳୟରେ ଆୟକର ସର୍ଭେକୁ କଂଗ୍ରେସ ନିନ୍ଦା କରିଛି.. ବିବିସି ବିରୋଧରେ ଆୟକର ବିଭାଗର କାର୍ଯ୍ୟାନୁଷ୍ଠାନ ଦେଶର ଭାବମୂର୍ତ୍ତି ନଷ୍ଟ କରୁଛି ବୋଲି କହିଛି କଂଗ୍ରେସ..

ମାଲ ବୋଝେଇ ଟ୍ରେନ ଉପରେ ଚଢ଼ି ସେଲ୍ଫି ନେବା ହେଲା କାଳ.. ୨୫କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଳିଗଲେ ବାଳକ.. ଅନ୍ୟ ଦୁଇ ଗୁରୁତର ବାଳକ ଡାକ୍ତରଖାନାରେ ଭର୍ତ୍ତି.. ଘଟଣା ଘଟିଛି କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ଭାଲୁମସ୍କା ରେଳ ଷ୍ଟେସନ ନିକଟରେ..

- Advertisement -

ବିଜେପିର ବିକ୍ଷୋଭ ସମୟରେ ଜୟ ନାରାୟଣ ମିଶ୍ର ଓ ପୁଲିସ ଧସ୍ତାଧସ୍ତି .. ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଅଭିଯୋଗ ନେଇ ସମ୍ବଲପୁର ଜିଲା ବିଜେପି ପକ୍ଷରୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ କରାଯାଇଛି ବିକ୍ଷୋଭ ପ୍ରଦର୍ଶନ..ଏହି ସମୟରେ ବିଜେପି କର୍ମୀ ଓ ପୁଲିସ ଧସ୍ତାଧସ୍ତି ହୋଇଛନ୍ତି..

ବାତ୍ୟା ପରେ ଶକ୍ତିଶାଳୀ ଭୂକମ୍ପ.. ନ୍ୟୁଜିଲାଣ୍ଡରେ ଜନଜୀବନ ଅସ୍ତବ୍ୟସ୍ତ.. ରାଜଧାନୀ ୱେଲିଂଟନ ନିକଟସ୍ଥ ଲୋୟେର ହଟ୍‌ରୁ ୭୮ କିମି ଦୂର ଉତ୍ତର-ପଶ୍ଚିମ ଦିଗରେ ଭୂମିକମ୍ପ ହୋଇଛି .. ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୧ ରେକର୍ଡ଼ ..

ଟଳିଲା ଅଘଟଣ.. ଗୋଦାବରୀ ଏକ୍ସପ୍ରେସ ଲାଇନଚ୍ୟୁତ.. ଯାତ୍ରୀ ସୁରକ୍ଷିତ.. ତେଲେଙ୍ଗାନାର ବିବିନଗରରେ ବୁଧବାର ସକାଳେ ରେଳ ଦୁର୍ଘଟଣା .. ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ତେଲେଙ୍ଗାନାର ସିକନ୍ଦରାବାଦ ଯାଉଥିବା ଗୋଦାବରୀ ଏକ୍ସପ୍ରେସର ଛଅଟି ବଗି ଲାଇନଚ୍ୟୁତ ହୋଇଛି..

ଦ୍ୱିତୀୟ ଦିନରେ ବିବିସି କାର୍ଯ୍ୟାଳୟରେ ଆଇଟି ବିଭାଗର ଚଢାଉ.. ଦିଲ୍ଲୀ ଓ ମୁମ୍ବାଇ ସ୍ଥିତ କାର୍ଯ୍ୟାଳୟରେ ଚାଲିଛି ଚଢାଉ..

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories