www.samajalive.in
Sunday, December 7, 2025
26.1 C
Bhubaneswar

ଜିପ୍‌‌-ଟ୍ରକ ଧକ୍କା ; ୭ ଯାତ୍ରୀ ମୃତ

ଗୁଜରାଟ : ଗୁଜରାଟର ପାଟନ ସ୍ଥିତ ବରାହୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ଯାତ୍ରୀମାନେ ଥିବା ଏକ ଜିପ୍‌‌ ଟ୍ରକ ସହ ଧକ୍କା ହେବା ଫଳରେ ସାତ ଜଣଙ୍କ ମୃତ୍ୟୁ ହୋଇଛି। କେତେକ ଆହତ ମଧ୍ୟ ହୋଇଛନ୍ତି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ଜିପ୍‌‌ରେ ପ୍ରାୟ ୧୫ ଜଣ ଯାତ୍ରୀ ଯାଉଥିବା ସମୟରେ ହଠାତ୍‌‌ ଏହାର ଚକା ଫାଟିଯିବାରୁ ଚାଳକ ଗାଡି ଉପରୁ ନିୟନ୍ତ୍ରଣ ହରାଇଥିଲା। ଏହାପରେ ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକ ସହ ଜିପ୍‌‌ର ଧକ୍କା ହୋଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories