www.samajalive.in
Saturday, December 13, 2025
26.1 C
Bhubaneswar

ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର

ଟିଟିଲାଗଡ଼: ଟିଟିଲାଗଡ଼ ଥାନା ଅନ୍ତର୍ଗତ ରେହେନଭଟା ଗ୍ରାମ ନିକଟରେ ଟିଟିଲାଗଡ଼ ବଲାଙ୍ଗୀର ରାସ୍ତା କଡ଼ରୁ ଶୁକ୍ରବାର ପୁଲିସ ଏକ ମୃତଦେହ ଉଦ୍ଧାର କରିଛି। ମୃତଦେହ ନିକଟରେ ଏକ ବାଇକ ମଧ୍ୟ ପଡ଼ିଥିବା ଦେଖାଯାଇଥିଲା। ମୃତକ ଟିଟିଲାଗଡ଼ ଥାନା ଅନ୍ତର୍ଗତ ପିଟାପଡାର ସୁରେଶ ଘିବେଲାଙ୍କ ପୁଅ ନଟୁ ଘିବେଲା(୨୩) ବୋଲି ଜଣାପଡିଛି। ଗୁରୁବାର ସନ୍ଧ୍ୟାରେ ନଟୁ ଏକ ବାଇକରେ ଗଁରେଇ ଗ୍ରାମକୁ ପିନ୍ଧାଣି କାମରେ ଯାଉଛି ବୋଲି କହିଥିଲେ। ହେଲେ ଆଜି ସକାଳୁ ରାସ୍ତା କଡରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏନେଇ ଟିଟିଲାଗଡ଼ ଥାନା ପୁଲିସ ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories