www.samajalive.in
Saturday, December 13, 2025
26.1 C
Bhubaneswar

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ସଦର ମହକୁମା ଛକରେ ବୋଲେର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁଇ ଗୁରୁତର ହୋଇଛନ୍ତି। ଗତ ସନ୍ଧ୍ୟାରେ ଏକ ବୋଲେର କଲ୍ୟାଣସିଂହପୁର ଠାରୁ ଶିକର ପାଇ ଯାଉଥିବା ବେଳେ ବିପରୀତ ପାର୍ଶ୍ୱରୁ ଏକ ବାଇକରେ ଦୁଇଜଣ ଯୁବକ ମୋନାଜ ମିଣିଆକା ଓ କୃଷ୍ଣ ମିଣିଆକା ଧାମଲିମାରୁ ଶିକରପାଇ ଆସୁଥିବା ସମୟରେ ଛକରେ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ ବାଇକରେ ଥିବା ଦୁଇଜଣ ଆହତ ହୋଇଛନ୍ତି। ଏହି ଖବର ପାଇ ସ୍ତାନୀୟ ପୁଲିସ ଏସ ଆଇ ସଞ୍ଜୟ କୁମାର ମୁର୍ମୁ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଲାଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories