www.samajalive.in
Saturday, December 13, 2025
26.1 C
Bhubaneswar

କେନ୍ଦ୍ରୀୟ ବିଦ୍ୟାଳୟରେ ଭ୍ରାମ୍ୟମାଣ ପୁସ୍ତକାଳୟ ପ୍ରଦର୍ଶିତ

ସମ୍ବଲପୁର,: ସମ୍ବଲପୁର ପାଞ୍ଚଗଛିଆ ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଖ୍ୟା ୧ ଠାରେ ଶୁକ୍ରବାର ଭ୍ରାମ୍ୟମାଣ ପୁସ୍ତକାଳୟ ପ୍ରଦର୍ଶିତ କରାଯାଇଛି। ଛାତ୍ରଛାତ୍ରୀ ମାନଙ୍କର ଅବଗତି ନିମନ୍‌‌ତେ ରାଷ୍ଟ୍ରୀୟ ପୁସ୍ତକ ନ୍ୟାସ, ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଙ୍କ ଦ୍ୱାରା ଆୟୋଜିତ ଏହି ପୁସ୍ତକ ପ୍ରଦର୍ଶନରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଭାଗ ନେଇଥିଲେ। ଏଥି ସହ ଛାତ୍ରଛାତ୍ରୀ ମାନେ ଅନେକ ମୂଲ୍ୟବାନ ପୁସ୍ତକ କ୍ରୟ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଡ. ପ୍ରଶାନ୍ତ କୁମାର ଷଡଙ୍ଗୀ ଏହାକୁ ଉଦଘାଟନ କରିଥିବା ବେଳେ କାର୍ଯ୍ୟକ୍ରମକୁ ଆୟୋଜନ ଓ ପରିଚାଳନାରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସକ୍ରିୟ ସହଯୋଗ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories