www.samajalive.in
Thursday, December 11, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ସ୍ତ୍ରୀକୁ ନୃଶଂସ ଭାବେ ଟାଙ୍ଗିଆରେ ହାଣି ଥାନାରେ ଆତ୍ମସମର୍ପଣ କରିଛି ସ୍ବାମୀ.. କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ରଗଡା ଗ୍ରାମରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି..

ଅରୁଣାଚଳ ପ୍ରଦେଶରେ ୩.୮ତୀବ୍ରତାର ଭୂକମ୍ପ ଅନୁଭୂତ.. ରବିବାର ମଧ୍ୟାହ୍ନ ସମୟରେ ଅରୁଣାଚଳ ପ୍ରଦେଶର ପଶ୍ଚିମ ଭାଗରେ ୩.୮ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା..

- Advertisement -

ବର୍ଷେ ମଧ୍ୟରେ ଜିଲା ମାନ୍ୟତା ପାଇବ ପଦ୍ମପୁର.. ରବିବାର ଦିନିକିଆ ପଦ୍ମପୁର ଗସ୍ତରେ ଯାଇ ଝାରବନ୍ଧରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଦିଲ୍ଲୀ ଟେଷ୍ଟରେ ଭାରତର ଦମ୍‌ଦାର ବିଜୟ.. ଅଷ୍ଟ୍ରେଲିଆକୁ ୬ ୱିକେଟ୍‌ରେ ହରାଇଲା ଭାରତ.. ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୦ରେ ଆଗୁଆ..

ଅଷ୍ଟ୍ରେଲିଆ ବିପକ୍ଷ ଦିଲ୍ଲୀ ଟେଷ୍ଟରେ ଭାରତର ଦ୍ୱିତୀୟ ଇନିଂସରେ ଅନ୍ତର୍ଜାତୀୟ କ୍ରିକେଟରେ ୨୫ ହଜାର ରନ୍ ପୂରଣ କରିବାରେ ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦ୍ରୁତତମ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି.. କୋହଲି ବିଶ୍ୱର ଷଷ୍ଠ ଏବଂ ଦ୍ଵିତୀୟ ଭାରତୀୟ ଭାବେ ଏହି ସଫଳତା ହାସଲ କରିଛନ୍ତି..

ଆଶଙ୍କା ସତ ହେଲା.. ତୁର୍କୀ ଭୂକମ୍ପରେ ଫୁଟବଲର୍ ଖ୍ରୀଷ୍ଟିଆନ ଆତସୁ ମୃତ..

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories