www.samajalive.in
Saturday, December 6, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ରାଜଧାନୀରେ ରେକର୍ଡ ଭାଙ୍ଗିଲା ତାତି.. ୩୭ ଡିଗ୍ରୀ ଟପିଲା ତାପମାତ୍ରା.. ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୩୭.୬ ଡିଗ୍ରୀ ରେକର୍ଡ.. ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା

କଳାହାଣ୍ଡି : ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା.. ଏନେଇ ସୂଚନା ଦେଲେ ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି.. ଆସନ୍ତା ବର୍ଷ ଯାଜପୁର ଓ କନ୍ଧମାଳ ଜିଲାରେ ହେବ ମେଡିକାଲ କଲେଜ..

- Advertisement -

ବାଲେଶ୍ୱର : ଚାନ୍ଦିପୁର ୩ ନମ୍ବର ଲଞ୍ଚ୍‌‌ପ୍ୟାଡ୍‌‌ରୁ ମିଜାଇଲ ପରୀକ୍ଷଣ.. ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଇଟିସିଏମ ମିଜାଇଲ୍‌‌ ପରୀକ୍ଷଣ..୧ ହଜାର କିମି ଲକ୍ଷ୍ୟଭେଦ ଓ ୧.୫ ଟନ୍‌‌ ଯୁଦ୍ଧାସ୍ତ୍ର ବହନ କ୍ଷମତା..

ବାଲେଶ୍ୱର ଠାରେ ପ୍ରତିଷ୍ଠା ହେବ ୧ଶହ ଶଯ୍ୟା ବିଶିଷ୍ଟ ଇଏସଆଇ ହସପିଟାଲ, ଘୋଷଣା କଲେ କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ..

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ, ୧୪ରେ ରାଜ୍ୟ ବଜେଟ..

ଗ୍ୟାଙ୍ଗଷ୍ଟର ନେଟଓ୍ୱର୍କ ମାମଲା- ୮ଟି ରାଜ୍ୟ ଏବଂ ଦେଶର ୭୦ଟି ସ୍ଥାନରେ ଏନ୍‌ଆଇଏର ଚଢଉ..

ନୂଆଦିଲ୍ଲୀ : ତୁର୍କୀ-ସିରିୟାରେ ବିନାଶକାରୀ ଭୂକମ୍ପର ଦୁଇ ସପ୍ତାହ ମଧ୍ୟରେ ପୁଣି ଥରେ ଅନୁଭବ ହୋଇଛି ଭୂକମ୍ପ ଝଟକା.. ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୪ ଓ ୫.୮ ରେକର୍ଡ କରାଯାଇଛି.. ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧୩ ଆହତ ହୋଇଛନ୍ତି..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories