www.samajalive.in
Saturday, December 6, 2025
26.1 C
Bhubaneswar

ଚାନ୍ଦିପୁରରୁ ଆଇଟିସିଏମର ପରୀକ୍ଷଣ

ବାଲେଶ୍ବର: ଚାନ୍ଦିପୁରରୁ ପରୀକ୍ଷା ହେଲା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ରୁଜ୍ ମିସାଇଲ। କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚ ପ୍ୟାଡରୁ ଏହା ପରୀକ୍ଷା ହୋଇଛି। ଇଣ୍ଡିଜିୟସ୍ ଟେକ୍ନୋଲୋଜି କ୍ରୁଜ୍ ମିସାଇଲ(ଆଇଟିସିଏମ)ର ଫଳାଫଳ ନେଇ ସମୀକ୍ଷା ଚାଲିଥିବା ଜଣାପଡ଼ିଛି। ଏହି ମିସାଇଲ୍‌ର ୧ ହଜାର କିମି ଲକ୍ଷ୍ୟଭେଦ ଓ ୧.୫ ଟନ୍‌‌ ଯୁଦ୍ଧାସ୍ତ୍ର ବହନ କ୍ଷମତା ରହିଛି।

 

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories