www.samajalive.in
Monday, December 8, 2025
24.1 C
Bhubaneswar

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ପୁଣି ମୁଲତବୀ ହେଲା ଗୃହ। ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ  ଘୋଷଣା କରିଛନ୍ତି।
ସୂଚନା କ୍ରମେ ବିଧାନସଭାରେ ଆଜି ବଜେଟ୍‌‌ ଅଧିବେଶନର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହୋହଲ୍ଲା ସହ ନାରାବାଜି ଦେଖା ଯାଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ମଧ୍ୟ ଭାଗରେ ଆସି କଂଗ୍ରେସ ଓ ବିଜେପିଙ୍କ ହଟ୍ଟଗୋଳ ନଜର ଆସିଛି। ଫଳରେ ଗୃହକାର୍ଯ୍ୟ ସୁଚାରୁରୂପେ ହୋଇ ପାରି ନାହିଁ ନଥିଲା। ଫଳରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ପ୍ରଥମେ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories