www.samajalive.in
Monday, December 15, 2025
16.1 C
Bhubaneswar

ମାଲକାନଗିରି ଗସ୍ତରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଗସ୍ତରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ଆଜି ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଗସ୍ତ ସମୟରେ ମାଲକାନଗିରି ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ କଳାପତାକା ପ୍ରଦର୍ଶନ କରିବା ସହ  ବିରୋଧ କରିଛନ୍ତି। ଆଜି ମାଲକାନାଗିରି ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଶ୍ରୀ ପୂଜାରୀ ଯୋଗଦେବାକୁ ଆସିଥିବା ବେଳେ କଂଗ୍ରେସ କର୍ମୀମାନେ ଏଭଳି ଘଟଣା ଘଟାଇଥିବାରୁ ମାଲକାନଗିରି ପୁଲିସ ଆନ୍ଦୋଳନକାରୀଙ୍କୁ ଗିରଫ କରିଥିବା ନେଇ ସୂଚନା ମିଳିଛି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories