www.samajalive.in
Saturday, December 13, 2025
21.1 C
Bhubaneswar

ନବ ଦାସ ହତ୍ୟା ମାମଲା: ଉପର କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚ

ଝାରସୁଗୁଡା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚ ଗୋପାଳ ଦାସର ମେଡିକାଲ ଟେଷ୍ଟ ପାଇଁ ଝାରସୁଗୁଡା ଜିଲ୍ଲା ଓ ଦୌରା ଅଦାଲତରେ ପ୍ରାର୍ଥନା କରିଛି। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସର ମାନସିକ ସ୍ଥିତି ଯାଞ୍ଚ ପାଇଁ ପୁଣି ଆବେଦନ କରିଛନ୍ତି ତଦନ୍ତ ଅଧିକାରୀ।

ସୂଚନାଯୋଗ୍ୟ, ପୂର୍ବରୁ ୨୦ ତାରିଖରେ କ୍ରାଇମବ୍ରାଞ୍ଚ ପକ୍ଷରୁ ମାନ୍ୟବର ଜେଏମଏଫସି ଅଦାଲତରେ ଏନେଇ ଆବେଦନ କରାଯାଇଥିଲା। କିନ୍ତୁ ଅଦାଲତ ଆବେଦନକୁ ଖାରଜ କରିଥିଲେ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories