www.samajalive.in
Tuesday, December 9, 2025
16.1 C
Bhubaneswar

ତୁର୍କୀ ଓ ସିରିଆରେ ବିନାଶକାରୀ ଭୂକମ୍ପ .. ମୃତ୍ୟୁ ସଂଖ୍ୟା ଟପିଲା ୫୦ ହଜାର..

ନୂଆଦିଲ୍ଲୀ : ତୁର୍କୀ ଓ ସିରିଆରେ ବିନାଶକାରୀ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୫୦ ହଜାର ଅତିକ୍ରମ କରିଛି। ତୁର୍କୀରେ ୪୪,୨୧୮ ଓ ସିରିଆରେ ୫,୯୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ତୁର୍କୀରେ ପ୍ରାୟ ୨ ଲକ୍ଷ କୋଠା କ୍ଷତିଗ୍ରସ୍ତ ହୋଇଛି। ଏହାସହ ଦେଢ ଲକ୍ଷ ଲୋକେ ବାସହରା ହୋଇଛନ୍ତି। ଫେବ୍ରୁଆରୀରେ ୬ରେ ଏହି ୨ଟି ଦେଶରେ ଶକ୍ତିଶାଳୀ ଭୂକମ୍ପ ଅନୁଭବ ହୋଇଥିଲା।

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories