www.samajalive.in
Sunday, December 14, 2025
26.1 C
Bhubaneswar

ଟ୍ରାଇଥଲନ ପ୍ରତିଯୋଗୀଙ୍କ ମୃତ୍ୟୁ

ପୁରୀ: ଟ୍ରାଇଥଲନ ପ୍ରତିଯୋଗିତାବେଳେ ପ୍ରତିଯୋଗୀଙ୍କ ମୃତ୍ୟୁ। ମୃତକ ରାଜସ୍ଥାନ ଯୋଦ୍ଧପୁରର ଏବଂ ସେ ରାମଚଣ୍ଡିରେ ଅନୁଷ୍ଠିତ ହେଉଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଆସିଥିଲେ। ପ୍ରତିଯୋଗିତାରେ ଅସୁସ୍ଥ ହେବାରୁ ତାଙ୍କୁ ପୁରୀ ମେଡ଼ିକାଲକୁ ଅଣାଯାଇଥିଲା। ମେଡ଼ିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ, ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories