www.samajalive.in
Sunday, December 7, 2025
26.1 C
Bhubaneswar

‘ମନ୍‌ କି ବାତ୍‌’ରେ କେନ୍ଦ୍ରାପଡ଼ାର କମଳା ମହାରଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ର ୯୮ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ରାପଡ଼ାର ମହିଳା କମଳା ମହାରଣାଙ୍କ ବିଷୟରେ କହିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ସ୍ବୟଂ ସହାୟକ ‌ଗୋଷ୍ଠୀ ଚଳାଉଥିବା କମଳା ମହାରଣାଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରି କହିଛନ୍ତି, ଏହି ସଙ୍ଗଠନର ମହିଳାମାନେ କ୍ଷୀର ପ୍ୟାକେଟ୍‌ ଜରି ଏବଂ ଅଦରକାରୀ ପ୍ଲାଷ୍ଟିକରୁ ଚାଙ୍ଗୁଡ଼ି ଏବଂ ମୋବାଇଲ୍‌ ଷ୍ଟାଣ୍ଡ ଭଳି ବିଭିନ୍ନ ସାମଗ୍ରୀ ତିଆରି କରୁଛନ୍ତି। ଏହା ସ୍ବଚ୍ଛତାକୁ ସୁନିଶ୍ଚିତ କରିବା ସହ ସେମାନଙ୍କ ପାଇଁ ରୋଜଗାରର ମାଧ୍ୟମ ପାଲଟିଛି। ଆମେ ଯଦି ଶପଥ ନେବା, ସ୍ବଚ୍ଛ ଭାରତ ପାଇଁ ବଡ଼ ଅବଦାନ ଦେଇପାରିବା। ପ୍ଲାଷ୍ଟିକ ବ୍ୟାଗ ସ୍ଥାନରେ କପଡ଼ା ବ୍ୟାଗ ବ୍ୟବହାର କରିବା ପାଇଁ ଆମେ ଅନ୍ତତଃ ପ୍ରତିଜ୍ଞା କରିପାରିବା ବୋଲି କହିଛନ୍ତି ମୋଦୀ।

 

- Advertisement -

 

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories