www.samajalive.in
Friday, December 12, 2025
26.1 C
Bhubaneswar

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହୋଇଛନ୍ତି। ଆଜି ୮ଘଣ୍ଟାର ଜେରା ପରେ ସିବିଆଇ ପକ୍ଷରୁ ମନୀଷ ସିସୋଦିଆଙ୍କୁ ଗିରଫ କରାଯାଇଛି।
ଦିଲ୍ଲୀ ଅବକାରୀ ନୀତି ପ୍ରଣୟନରେ ଅନିୟମିତତା ଅଭିଯୋଗରେ ସିବିଆଇ ଆଜି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଜେରା କରିଛି। ସିବିଆଇ ସିସୋଦିଆଙ୍କୁ ପ୍ରାୟ ୮ଘଣ୍ଟା ଧରି ଜେରା କରିଛି। ଜେରା ସମୟରେ ସିସୋଦିଆଙ୍କ ଉତ୍ତର ସନ୍ତୋଷଜନକ ନଥିବା ସିବିଆଇ କହିଛି। ଗିରଫ ଅଭିଯୁକ୍ତ ବିଜୟ ନାୟାରଙ୍କ ସହିତ ସମ୍ପୃକ୍ତି ବିଷୟରେ ସିସୋଦିଆଙ୍କୁ ଅଧିକ ପଚରାଉଚରା କରାଯାଇଥିଲା।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories