www.samajalive.in
Saturday, December 13, 2025
23.1 C
Bhubaneswar

ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ସୁଶାନ୍ତ ମହାନ୍ତି

ଡେସ୍କ: ରାଜ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ସୁଶାନ୍ତ ମହାନ୍ତି। ସୋମବାର ରାଜଭବନରେ ଅନୁଷ୍ଠିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ସୂଚନାଯୋଗ୍ୟ, ବରିଷ୍ଠ ସାମ୍ବାଦିକ ତଥା ‘ସମାଜ’ର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦକ ସୁଶାନ୍ତ କୁମାର ମହାନ୍ତିଙ୍କୁ ଫେବୃୟାରୀ ୯ ତାରିଖରେ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରାଯାଇଥିଲା। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସୂଚନା ଅଧିକାର ଆଇନ ୨୦୦୫ ଏବଂ ଏନେଇ ଗଠିତ କମିଟିର ସୁପାରିସକ୍ରମେ ଶ୍ରୀ ମହାନ୍ତିଙ୍କୁ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରାଯାଇଛି।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories