www.samajalive.in
Monday, December 15, 2025
24.1 C
Bhubaneswar

ଟାଟା ପାୱାରର ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଧାରଣା

ସମ୍ବଲପୁର: ସମ୍ବଲପୁରର ଅଇଁଠାପାଲି ସ୍ଥିତ ଟାଟା ପାୱାରର ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୱେସକୋ ଏମ୍ଲୋଇଜ ଜଏନ୍ଟ ଫୋରମ (ଡବ୍ଲ୍ୟୁଇଜେଏଫ) ପକ୍ଷରୁ ଧାରଣା ପ୍ରଦର୍ଶନ କରାଯାଇଛି। ସମ୍ବଲପୁର, ବଗରଡ, ଝାରସୁଗୁଡା, ଦେବଗଡ଼ ଜିଲାର ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ଯନ୍ତ୍ରୀ, କର୍ମଚାରୀ ମାନେ ମଙ୍ଗଳବାର ଏହି ଧାରଣା ପ୍ରଦର୍ଶନରେ ସାମିଲ ହୋଇଥିଲେ। ଡବ୍ଲ୍ୟୁଇଜେଏଫର ସମ୍ପାଦକ ଜଗନ୍ନାଥ ବାରିକ, ମାନସ ରାଉତ, ତୋମାଲ ମିଶ୍ର, ବିକ୍ରମ ସିଂ ଙ୍କ ସମେତ ଶତାଧିକ ସଦସ୍ୟ ସାମିଲ ହୋଇ ବିଦ୍ୟୁତ ବିଲ ଆଦାୟ ସମୟରେ ଯନ୍ତ୍ରୀ ଓ କର୍ମଚାରୀ ମାନେ ଯେଉଁ ଆକ୍ରମଣର ଶିକାର ହେଉଛନ୍ତି ତାହାର ପ୍ରତିବାଦ କରିଥିଲେ। ଏଥି ସହ ଟାଟା ପାୱାର ଅଧିକ୍ଷଣ ଯନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଅଧିକାରୀ ଓ କର୍ମଚାରୀ ମାନଙ୍କୁ ସୁରକ୍ଷା ଦେବା ପାଇଁ ଦାବି କରିଥିଲେ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories