www.samajalive.in
Saturday, December 13, 2025
27.1 C
Bhubaneswar

ଇନସାଇଡ କଭର ପତ୍ରିକା ଲୋକାର୍ପିତ

ଭୁବନେଶ୍ବର: ଇନସାଇଡ କଭର ମାସିକ ପତ୍ରିକାର ପ୍ରଥମ ସଂସ୍କରଣ ଲୋକାର୍ପିତ ହୋଇଛି। ଗୁରୁବାର ରାଜ୍ୟପାଳ ପ୍ରଫେସର ଗଣେଶଲାଲଙ୍କ ଦ୍ୱାରା ରାଜଭବନରେ ଏହା ଲୋକାର୍ପିତ ହୋଇଛି। ଏହି ଅବସରରେ ମାସିକ ପତ୍ରିକାର ମୁଖ୍ୟ ପରାମର୍ଶଦାତା ତଥା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମୁଖ୍ୟ ସମ୍ପାଦକ ଜଗନ୍ନାଥ ପ୍ରସାଦ ସାହୁ, ସମ୍ପାଦନା ମଣ୍ଡଳୀ ଓ ଶୁଭେଛୁ ଅଜୟ କୁମାର ସାହୁ, ଗୌରଭ ରାଲହନ, ଶଶୀକାନ୍ତ ବାରିକ, ସୂର୍ଯ୍ୟକାନ୍ତ ବେହେରା, ସେକ ମୀରାଜୁଲ ହକ, ସୁଶ୍ରୀ ବିଷ୍ଣୁ ପ୍ରିୟା ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସୁନ୍ଦର ପରିପାଟୀ ସହ ଉକ୍ତ ମାସିକ ପତ୍ରିକାରେ ମୁଖ୍ୟତଃ ବିଭିନ୍ନ ବ୍ୟକ୍ତି ବିଶେଷଙ୍କ ସାକ୍ଷାତକାର, ପରିବେଶ, ମହିଳା ସଶକ୍ତିକରଣ, ଶିକ୍ଷା ଓ ସ୍ୱାସ୍ଥ୍ୟ, ବାଣିଜ୍ୟ, ରାଜନୀତି, ଦେଶ ଦୁନିଆ ବିଷୟରେ ଲେଖାମାନ ପ୍ରକାଶ ପାଇବ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories