www.samajalive.in
Thursday, December 11, 2025
18.1 C
Bhubaneswar

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭବାନିପାଟଣା -ସ୍ଥାନୀୟ କେବିକେ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଙ୍କ ଘରେ ଭିଜିଲାନ୍ସ ଚଢଉ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ରେ ଆଜି ସକାଳୁ ଭିଜିଲାନ୍ସ ର ୪ ଜଣ ଡିଏସପିଙ୍କ ନେତୃତ୍ୱ ରେ ୧୦ ଜଣ ଇନ୍ସପେକ୍ଟର ଚଢଉ  କରିଛନ୍ତି ।

ଭୁବନେଶ୍ୱର ସହିଦ ନଗର ଫ୍ଲାଟ୍ ସମେତ ତିନୋଟି ସ୍ଥାନ , ଅନୁଗୁଳର ତିନୋଟି ସ୍ଥାନରେ ଚଢଉ ଚାଲିଥିବା ସୂଚନା ମିଳିଛି । ଭବାନିପାଟଣାରେ ଯନ୍ତ୍ରୀ ପ୍ରଧାନ ଅନୁପସ୍ଥିତ ଥିବାରୁ ତାଙ୍କ ଅଫିସ ଚ୍ୟାମ୍ବର୍ ଏବଂ ସରକାରୀ କ୍ୱାର୍ଟର ରେ ସିଲ୍ କରାଯାଇଥିବା ଭିଜିଲାନ୍ସ ସୂତ୍ରରୁ ସୂଚନା ଦିଆଯାଇଛି ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories