www.samajalive.in
Saturday, December 13, 2025
26.1 C
Bhubaneswar

ଗୋପାଳର ମାନସିକ ସ୍ଥିତି ଯାଞ୍ଚ ଆବେଦନ ପୁଣି ଖାରଜ

ଝାରସୁଗୁଡ଼ା: ପୁଣି ଖାରଜ ହେଲା କ୍ରାଇମବ୍ରାଞ୍ଚର ରିଭିଜନ ପିଟିସନ୍। ଗୋପାଳର ମାନସିକ ସ୍ଥିତି ଯାଞ୍ଚ ପାଇଁ ବେଙ୍ଗାଲୁରୁର ନିମହାନ୍ସକୁ ନେବା ଲାଗି କ୍ରାଇମବ୍ରାଞ୍ଚ କରିଥିବା ଆବେଦନକୁ ଝାରସୁଗୁଡା ଅତିରିକ୍ତ ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତ ଖାରଜ କରିଛନ୍ତି। ରିଭିଜନ ପିଟିଶନ ଖାରଜ ପରେ ହାଇକୋର୍ଟରେ ଆବେଦନ କରିପାରେ କ୍ରାଇମବ୍ରାଞ୍ଚ।

ସୂଚନାଯୋଗ୍ୟ, ପୂର୍ବରୁ କ୍ରାଇମବ୍ରାଞ୍ଚ ଆବେଦନକୁ ନିମ୍ନ ଅଦାଲତ ଖାରଜ କରିଥିଲେ। ନିମ୍ନ ଅଦାଲତଙ୍କ ରାୟ ବିରୋଧରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଅଦାଲତଙ୍କ ଦ୍ବାରସ୍ଥ ହୋଇଥିଲା କ୍ରାଇବ୍ରାଞ୍ଚ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories