www.samajalive.in
Sunday, December 14, 2025
26.1 C
Bhubaneswar

ବାର୍ଡ ଦ୍ଵାରା ଟେଲିକମ ସାଇବର ନିରାପତ୍ତା ସଚେତନତା କର୍ମଶଓଳା

ଫୁଲବାଣୀ: ଭାରତ ସରକାରଙ୍କ ଟ୍ରାଇ ସହଯୋଗରେ ଉପଭୋକ୍ତା ଓକିଲାତି ସଂଘ ବାର୍ଡ ଏକ ଦିନିକିଆ ଟେଲିକମ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଫୁଲବାଣୀ ସରକାରୀ ସ୍ଵୟଂଶଓସିତ ମହା ବିଦ୍ୟାଳୟ ଠାରେ ଆୟୋଜିତ ହୋଇଥିଲା। ଆଜି କାଲି ମୋବାଇଲ ବ୍ୟବହାର, ଇନ୍ଟାରନେଟ ଓ ଇ କମର୍ସ ସମସ୍ତେ ବ୍ୟବହାର କରୁଛନ୍ତି କିନ୍ତୁ ୯୦ଭାଗ ଲୋକେ ସଚେତନତା ଅଭାବ ଓ ସମୟ ସାପେକ୍ଷ ପାଇଁ ସାଇବର ଅପରାଧର ଶିକାର ହେବା ସହ ବହୁ ମାତ୍ରାରେ ଧନ ଜୀବନ କ୍ଷୟକ୍ଷତି ହେଉଛି। ଏଥିରେ ଅନୁଷ୍ଠାନ ବାର୍ଡ ସମ୍ପାଦକ ତଥା କର୍ମଶଳାର ସାଧନା କର୍ମୀ ଶ୍ରୀ ପ୍ରକାଶ ଚନ୍ଦ୍ର ସାହୁ ପାୱାର ପଏଣ୍ଟ ମଧାମରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଧ୍ୟାପକ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories