www.samajalive.in
Sunday, December 14, 2025
19.1 C
Bhubaneswar

୪ ଲୁଟେରା ଗିରଫ: ବାଇକ୍‌ ଓ ଗହଣା ସହ ଦେଶୀ ପିସ୍ତଲ ଜବତ

ପୁରୀ: ପୁରୀ ଜିଲା ବଳିଆପଣ୍ଡା ଥାନା ପୁଲିସ ପୁଲିସ ହାତରେ ଧରାପଡ଼ିଲେ ୪ ଲୁଟେରା। ଏଥିସହ ସେମାନଙ୍କ ନିକଟରୁ ଗୋଟିଏ ବାଇକ, ୭ଟି ମୋବାଇଲ, ଚୋରି ଭାନିଟି ବ୍ୟାଗ ଏବଂ ସୁନା ଗହଣା ସହ ଗୋଟିଏ ଦେଶୀ ପିସ୍ତଲ ଜବତ କରିଛି ପୁଲିସ। ଏନେଇ ରବିବାର ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ଏସ୍‌ପି କନୱର୍ ବିଶାଳ ସିଂ। ମିଳିଥିବା ସୂଚନା ମୁତାବକ, ପୁରୀର ବିଭିନ୍ନ ଥାନାରେ ସେମାନଙ୍କ ବିରୋଧରେ ବହୁ ଅପରାଧିକ ମାମଲା ରହିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories